oum

ପାନ ଦୋକାନରେ ଭୟାଭୟ ଅଗ୍ନିକାଣ୍ଡ ସୃଷ୍ଟି

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ରାହ୍ମଣପଡାର ଏକ ପାନ ଦୋକାନରେ ଭୟାଭୟ ଅଗ୍ନିକାଣ୍ଡ ସୃଷ୍ଟି ହୋଇଛି । ଏହି ଦୃଶ୍ୟ ସ୍ଥାନୀୟ ଲୋକେ ଦେଖିବା ପରେ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇବା ପରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଲାଗିବାର କାରଣ ଏ ପର୍ୟ୍ୟନ୍ତ ଅସ୍ପଷ୍ଟ ରହିଛି । ବିଶେଷ କିଛି କ୍ଷୟକ୍ଷତି ଘଟିନଥିବା ଜଣାପଡିଛି ।

Leave A Reply

Your email address will not be published.