pakka

ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଅଗ୍ନିକାଣ୍ଡ

bbehera

ପୁରୀ : ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ଆର୍‌ପିଏଫ୍‌ ଓ ଡିଆର୍‌ପି ପୋଲିସ ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଥିବା ଅଳିଆ ଗଦାରେ ନିଆଁ ଲାଗିଛି । ଅଳିଆ ଗଦା ହୁତୁହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଛି । ଖବର ପାଇ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି । ପ୍ରକାଶ ଥାଉକି, ବୁଧବାର ଦିନ ପୁରୀ ସମ୍ରାଟ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଥିଲା । ଯାହାକି ଦୀର୍ଘ ୩୭ ଘଣ୍ଟା ପରେ ନିିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲା ଅଗ୍ନିଶମ ବିଭାଗ ।

jay balangir
Leave A Reply

Your email address will not be published.

two × 5 =

error: Content is protected !!