oom

ଏସ୍‌ପି ଅଫିସ ପଛପଟ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଏସ୍‌ପି ଅଫିସ ପଛପଟ ରୁଗୁଡିପଡାରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ହଠାତ୍‌ ଜଳିଯାଇଥିଲା । ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହା ଦ୍ୱାରା ଅଞ୍ଚଳରେ କିଛି ସମୟ ପାଇଁ ବିଦ୍ୟୁତ ସେବା ବନ୍ଦ ରହିଥିଲା ।

jittmm
Leave A Reply

Your email address will not be published.