om academy

ପୌରପାଳିକା ଗୋଦାମ ଗୃହରେ ଅଗ୍ନିକାଣ୍ଡ

jsm

ଯାଜପୁର : ଯାଜପୁର ପୌରପାଳିକା ଗୋଦାମ ଗୃହରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏହି ଗୋଦାମ ଗୃହରେ ପୌରାଞ୍ଚଳରେ ସଫେଇ ପାଇଁ ବ୍ୟବହାର କରାଯାଉଥିବା ବିଭିନ୍ନ ପ୍ରକାର ସାମାଗ୍ରୀ ରହିଥିଲା । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ସୂଚନା ମିଳିଛି । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି । ବିଦ୍ୟୁତ୍ ସର୍ଟ୍‌ସର୍କିଟ୍‌ ଯୋଗୁଁ ଏହି ଅଗ୍ନିକାଣ୍ଡ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି ।

Leave A Reply

Your email address will not be published.