ପରିବା ଦୋକାନରେ ଅଗ୍ନିକାଣ୍ଡ

ସମ୍ବଲପୁର : ବରଗଡ ଡେଲି ମାର୍କେଟ ପରିବା ଦୋକାନରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୮ଟି ପରିବା ଦୋକାନ ଜଳି ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ସର୍ଟସର୍କିଟ୍‌ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ଅଗ୍ନିକାଣ୍ଡରେ ସ୍ଥାନୀୟ ଲୋକ କେହି ଆହତ ହୋଇନଥିବା ଜଣାପଡିଛି ।

Leave A Reply

Your email address will not be published.

error: Content is protected !!