ls

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧ କୋଟିରୁ ଅଧିକ ଟଙ୍କାର ସାମଗ୍ରୀ

sb

ବାସୁଦେବପୁର : ବାସୁଦେବପୁର ବ୍ଲକ ରୋଡରେ ଥିବା ଆରତି ଆଲମାରୀ କାରଖାନାରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍‌ ଯୋଗୁ ନିଆଁ ଲାଗିଥିବ ବୋଲି ଅନୁମାନ କରାଯାଉଛି । ଏହି ଅଗ୍ନିକାଣ୍ଡରେ ୧ କୋଟିରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ଦମକଳ ବାହିନୀ ସହ ପୁଲିସ ଓ ସ୍ଥାନୀୟ ଯୁବଗୋଷ୍ଟୀ ନିଆଁ ଲିଭାଇବାକୁ ପ୍ରୟାସ କରୁଛନ୍ତି ।

pc pk
Leave A Reply

Your email address will not be published.