pakka

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଫର୍ଣ୍ଣିଚର ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ସୂଚନାନୁଯାୟୀ, ଭୁବନେଶ୍ଵର ଜଗନ୍ନାଥ ନଗରରେ ଥିବା ଏକ ଫର୍ଣ୍ଣିଚର ଦୋକାନରେ ମଙ୍ଗଳବାର ଭୋର୍ ୪ଟା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରାଯାଇ ଥିବାରୁ ଏଥିରେ ଅନେକ ମୂଲ୍ୟବାନ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

jay balangir
Leave A Reply

Your email address will not be published.

4 × two =