pakka

କଟକ ସବ୍ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ

bbehera

କଟକ : କଟକ ସବ୍ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ । ରେକର୍ଡ ରୁମ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି । ଫଳରେ ରେକର୍ଡ ରୁମ୍‌ରେ ଥିବା ବିଭିନ୍ନ ଆସବାବପତ୍ର ଜଳିଯାଇଛି । ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ନିୟୋଜିତ ଅଛନ୍ତି । ନିଆଁରେ ଫସିଥିବା ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ଖବର ପାଇ ଘଟଣାସ୍ଥଲରେ ପୋଲିସ ଓ ଅଗ୍ନିଶମ ବାହିନୀର ବରିଷ୍ଠ ଅଧିକାରୀମାନେ ପହଞ୍ଚିଛନ୍ତି । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହାର କାରଣ ସ୍ପଷ୍ଟ ହୋଇନାହିଁ ।

jay balangir
Leave A Reply

Your email address will not be published.

fourteen − 11 =

error: Content is protected !!