କଟକ ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଅଗ୍ନିକାଣ୍ଡ : ୨ ଆହତ

କଟକ : କଟକ ଜିଲା ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଥିବା ଏକ ହୋଟେଲରେ ମଙ୍ଗଳବାର ନିଆଁ ଲାଗିଛି । ଏହି ନିଆଁ ଏବେ ବ୍ୟାପିବାରେ ଲାଗିଛି । ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇଁ ୨ଟି ଦମକଳବାହିନୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଏହି ଅଗ୍ନିକାଣ୍ଡରେ ୨ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଗ୍ୟାସ୍‌ ସିଲିଣ୍ଡର ଫାଟିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି ।

Leave A Reply

Your email address will not be published.

two × 4 =