pakka

ଅବକାରୀ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ

bbehera

କଟକ : କଟକ ହାଇକୋର୍ଟ ନିକଟ ଏସ୍‌ବିଆଇ ପଛପଟେ ଥିବା ଅବକାରୀ କାର୍ଯ୍ୟାଳୟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । କାର୍ଯ୍ୟାଳୟରେ ଫସି ରହିଥିବା ଦୁଇ ଜଣ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଉଦ୍ଧାର କରାଯାଇଥିବା ଦୁଇ ଜଣ କର୍ମଚାରୀଙ୍କୁ ଏସ୍‌ସିବିରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

jay balangir
Leave A Reply

Your email address will not be published.

18 − 12 =

error: Content is protected !!