ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣରେ ଉଲ୍ଲେଖନୀୟ ଅଗ୍ରଗତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଅଗ୍ଦଳସକ୍ଷକ୍ଷରୟପକ୍ଟୟସଗ୍ଦଷବ ଅଧ୍ୟକ୍ଷ ତଥା ହସ୍ପିଟାଲ ଓ କରୁଣାଶ୍ରୟର ପ୍ରମୁଖ କର୍ଣ୍ଣଧାର ଡଃ ସୁବ୍ରତୋ ବାଗ୍ଚୀଙ୍କ କ୍ଷେତ୍ରପରିଦର୍ଶନ ଏବଂ ସମୀକ୍ଷାରୁ ଏହା ଜଣାପଡ଼ିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.