pakka

ଗଛରେ ପିଟିହେଲା କାର୍ : ୪ ଆହତ

bbehera

ଦାରିଙ୍ଗବାଡ଼ି : ଶ୍ରାନିକେତା ପଞ୍ଚାୟତ ଲିରିକେତା ଘାଟିରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଗୋଟିଏ ପରିବାରର ହୋଇଥିବା ସୂଚନା ମିଳିଛି । ବାଲିଗୁଡ଼ାରୁ ମୋହନା ଫେରୁଥିବା ରାସ୍ତାରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.

4 − three =