pakka

କୋରାପୁଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା : ୧ ମୃତ, ୨ ଆହତ

bbehera

କୋରାପୁଟ : କୋରାପୁଟରେ ଘଟିଛି ଏକ ଅଭାବନୀୟ ଘଟଣା । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଥିବା ଜଣା ପଡିଛି । ଏପର୍ଯ୍ୟନ୍ତ ଆହତଙ୍କ ପରିଚୟ ମିଳିନାହିଁ । ଦୁର୍ଘଟଣାଟି କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଂଚାୟତର ଗଦଳା ଗାଁ ନିକଟରେ ଘଟିଛି । ଗିର୍ଲି ଗୁମା ମୁଖ୍ୟ ରାସ୍ତା ବୁଲାଣି ପାଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଆହତଙ୍କୁ ଦଶମନ୍ତପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣା ପଡିଛି ।

jay balangir
Leave A Reply

Your email address will not be published.

12 − 8 =