oum

କାର୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା : ୪ ଜଣ ଗୁରୁତର ଆହତ

jsm

କଟକ: କଟକ ଜିଲ୍ଲା ତ୍ରିଶୁଳିଆ କୁଆଖିଆ ନଦୀ ପୋଲ ଉପରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଟ୍ରକ୍‌ ସହ କାର୍‌ର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜ୍‌ ତଳକୁ ଖସି ପଡ଼ିଥିଲା । ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.