om academy

ଜଗତସିଂହପୁର ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ । ଜିଲ୍ଲା ପ୍ରଶାସନ ପକ୍ଷରୁ ରଥଗୁଡ଼ିକୁ ସାଂସ୍କୃତିକ ପରିବେଶରେ ସ୍ୱାଗତ କରାଯାଇଛି । ସମ୍ବର୍ଦ୍ଧନା କାର୍ୟ୍ୟକ୍ରମରେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଏବଂ ଅଞ୍ଚଳବାସୀ ଯୋଗ ଦେଇଥିଲେ । ଏନେଇ ରାଜ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.