ମହାନ୍ କ୍ରାନ୍ତିକାରୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜନ୍ମମାଟିରେ ପରିକ୍ରମା କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ କ୍ରାନ୍ତିକାରୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜନ୍ମମାଟିରେ ଗତକାଲି ଅହିଂସା ରଥ ପରିକ୍ରମା କରି ପୁନଃ ସ୍ମୃତିଚାରଣ କରିଛି ବଳିଦାନର ଗାଥା । କୋରାପୁଟ ଜିଲ୍ଲାରେ ଅହିଂସା ରଥ ପରିକ୍ରମା ଆରମ୍ଭ କରିଛି । ବୈପାରୀଗୁଡା ବ୍ଲକର ଐତିହାସିକ ତେନ୍ତୁଲିଗୁମାରେ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!