ବାଲେଶ୍ୱର ଜିଲ୍ଲା ସଦର ମହକୁମାରେ ପହଞ୍ଚିଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜିଲ୍ଲା ସଦର ମହକୁମାରେ ପହଞ୍ଚିଥିବା ଅହିଂସା ରଥକୁ ସ୍ୱାଗତ କରିବା ପାଇଁ ଏକ ବିଶାଳ ଶୋଭାଯାତ୍ରା ବାଲେଶ୍ୱର ରେଳ ଷ୍ଟେସନରୁ ବାହାରି ଜିଲ୍ଲାସ୍କୁଲରେ ପହଂଚିଛି । ସେହିପରି ଔପଦା ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ଏଥି ସହିତ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ ମଧ୍ୟ କରାଯାଇଛି ଓ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!