ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପରଲୋକ, ୮୦ ବର୍ଷ ବୟସରେ ବୁଜିଲେ ଆଖି

ବ୍ରହ୍ମଗିରି : ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଖି ବୁଜିଛନ୍ତି ଅଜୟ ଜେନା । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ତେବେ ପୂର୍ବତନ ବିଧାୟକଙ୍କ ପରଲୋକରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.

nineteen + 2 =