ଭାଲୁ ଆକ୍ରମଣରେ ଯୁବକ ଆହତ

କରଞ୍ଜିଆ : ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଜାମନଣ୍ଡା ଗାଁରେ ଜଣେ ଯୁବକ ଭାଲୁ ଆକ୍ରମଣର ଶିକାର ହୋଇ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଜଳଧର ପ୍ରଧାନ ନାମକ ଜଣେ ବ୍ୟକ୍ତି ଚାଷ କାମ କରିବାକୁ ଯାଇଥିଲେ । ଏହି ସମୟରେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା । ଏଥିରେ ସେ ଗୁରୁତର ହୋଇଥିଲେ । ଗୁରୁତ୍ୱର ଅବସ୍ଥାରେ ତାଙ୍କୁ ପ୍ରଥମେ ସାତକୋଶିଆ ଓ ପରେ ଠାକୁରମୁଣ୍ଡା ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା ।

Leave A Reply

Your email address will not be published.