ମହୀମୁଣ୍ଡା ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ୧ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା ଗ୍ରାମରେ ଜଣେ ବ୍ୟକ୍ତି ଙ୍କୁ ଆକ୍ରମଣ ଘଟଣାରେ ପୁଇଁନ୍ତଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଥାନା ଅଧିକାରିଣୀ ସୂଚନା ଦେଇଛନ୍ତି । ତେବେ ଗୁରୁତର ବ୍ୟକ୍ତି ଜଣକ ମାହୀମୁଣ୍ଡା ଗ୍ରାମର ମିଟୁ ବାରିକ ହୋଇଥିବା ବେଳେ ମିଟୁଙ୍କୁ ଆକ୍ରମଣ କରି ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ମୁକ୍ତେଶ୍ଵର ଗଡତିଆ ବୋଲି ଜଣାପଡିଛି ।

Leave A Reply

Your email address will not be published.

error: Content is protected !!