ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ସୋର : ବାଲେଶ୍ବର ବାହାନଗା ବ୍ଲକ ନୂଆପୁର ସରପଞ୍ଚ ଅଟଳ ବିହାରୀ ରାଉତଙ୍କ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରାତିରେ ସେ ସ୍କୁଟିରେ ଘରକୁ ଫେରୁଥିବା ବେଳେ ୮ରୁ ଅଧିକ ଦୁର୍ବୃତ୍ତ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ । ଅଟଳ ବିହାରୀ ରାଉତଙ୍କ ମୁଣ୍ଡ ଏବଂ କାନ୍ଧରେ ଗଭୀର ଆଘାତ ଲାଗିଛି । ତାଙ୍କୁ ପ୍ରଥମେ ଗୋପାଳପୁର ଡାକ୍ତରଖାନା ଏବଂ ପରେ ବାଲେଶ୍ୱର ସଦର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.

9 + ten =

error: Content is protected !!