om academy

ଜଣ୍ଡିସ ବଳୟରେ ସମ୍ବଲପୁର : ଏବେ ସୁଦ୍ଧା ୮୨ ଚିହ୍ନଟ

jsm

ସମ୍ବଲପୁର: ସମ୍ବଲପୁର ମହାନଗରରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ୧୦ ବର୍ଷ ପୂର୍ବେ ମଧ୍ୟ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟରେ ପିଏଚ୍‌ଡି ପାଣି ସନ୍ଦେହ ଘେରକୁ ଆସିଥିଲା । ଏବେ ମଧ୍ୟ ପିଏଚ୍‌ଡି ପାଣିକୁ ନେଇ ଆଶଙ୍କା ପ୍ରକାଶ କରାଯାଉଛି । ଏବେ ସ୍ୱାସ୍ଥ୍ୟ ଅଧିକାରୀ ବିଭିନ୍ନ ଅଞ୍ଚଳରୁ ନମୁନା ସଂଗ୍ରହ କରୁଛନ୍ତି । ୪ ଦିନ ଭିତରେ ବେଆଇନ ପାଇପ୍ ଲାଇନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.