pakka

ବଲାଙ୍ଗିରରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ବୁଧବାର ୧୦ ଦଫା ଦାବୀ ନେଇ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିଛନ୍ତି । ଗତକାଲି ସକାଳୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଡ୍ରାଇଭରମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନରେ ବସିଛନ୍ତି । ଜିଲ୍ଲାରେ ଘରୋଇ ବସ୍‌ ସେବା ବନ୍ଦ ରହିଥିବାରୁ ଯାତ୍ରୀମାନେ ବହୁ ଅସୁବିଧା ଭୋଗୁଥିବା ବେଳେ କମର୍ସିଆଲ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିଲା ।

Leave A Reply

Your email address will not be published.

12 − 11 =