jayashree

ପାଣ୍ଡରା ଗ୍ରାମ ନିକଟ କୁଆଖାଇ ନଦୀରେ ନିର୍ମାଣ ହେବ ଆନିକଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧାର ପାଣ୍ଡରା ଗ୍ରାମ ନିକଟ କୁଆଖାଇ ନଦୀରେ ନିର୍ମାଣ ହେବ ‘ନଦୀ ଗର୍ଭ ସୀମିତ ଜଳ ସଂରକ୍ଷଣ ଆନିକଟ’ । ଏହି ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ସମେତ ବାଲିଅନ୍ତା ତହସିଲ ଅଞ୍ଚଳର ଜଳ ସମସ୍ୟା ଦୂର ହେବା ସହ ସ୍ଥାନୀୟ ଲୋକ କୃଷି, ଶିଳ୍ପ ଓ ମାଛଚାଷ କରି ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି କରିପାରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.