om academy

ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ

jsm

ରାଉରକେଲା, (ସସ୍ମିତା ପ୍ରଧାନ) : କୋଭିଡ୍‌ ମହାମାରୀରେ ପ୍ରାଣ ହରାଇଥିବା ବଣାଇର ସାମ୍ବାଦିକ ତପନ ମଲ୍ଲିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ଅନଲାଇନ ମାଧ୍ୟମରେ ଦିଆଯାଇଥିବା ସହାୟତା ରାଶିର ପ୍ରମାଣ ପତ୍ରକୁ ଆଜି ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ବେହେରା ଓ ରବି ନାରାୟଣ ସାହୁ ସ୍ୱର୍ଗତ ମଲ୍ଲିକଙ୍କ ପତ୍ନୀ ଜ୍ୟୋସ୍ନା ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.