ସିପେଟ୍ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟରେ ଅନୁଷ୍ଠିତ ହେଉଥିବା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛି କେନ୍ଦ୍ରୀୟ ପେଟ୍ରୋରସାୟନ ଯାନ୍ତ୍ରିକୀ ଓ ପ୍ରଯୁକ୍ତି ପ୍ରତିଷ୍ଠାନ (ସିପେଟ) । ଭୁବନେଶ୍ୱରରେ ସିପେଟ୍ ପକ୍ଷରୁ ଜି-୨୦ ବିଷୟବସ୍ତୁ ଉପରେ ଆଧାରିତ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରତିଷ୍ଠାନରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.

error: Content is protected !!