କଦମ୍ବପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଏବିଭିପି ଓଡ଼ିଶାର ପ୍ରାନ୍ତ ଅଭ୍ୟାସ ବର୍ଗ-୨ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ କଦମ୍ବପଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଏବିଭିପି ଓଡ଼ିଶାର ପ୍ରାନ୍ତ ଅଭ୍ୟାସ ବର୍ଗ-୨ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ସଭାପତି ଅଧ୍ୟାପିକା ଗାର୍ଗୀ ବାନାର୍ଜୀ ପ୍ରସ୍ତାବ ରଖିଥିବା ବେଳେ ପ୍ରାନ୍ତ ସଂଗଠନ ମନ୍ତ୍ରୀ ବୈଲୋଚନ ସାହୁ ଓ ରାଜ୍ୟ ସମ୍ପାଦକ ସୌଭାଗ୍ୟ ମହାନ୍ତି ମଞ୍ଚରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

1 − one =

error: Content is protected !!