pakka

ସ୍ୱାଧୀନତାର ଅମୃତ ମହୋତ୍ସବରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

bbehera

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖମା ପଞ୍ଚାୟତ ଜାର୍ଗିଭାଟ୍ଟା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ସିଆରପିଏଫର ଜି/୧୨୭ ବାଟାଲିୟନର ମିଳିତ ଆନୁକୁଲ୍ୟରେ ଏକ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କମାଣ୍ଡେଣ୍ଟ ଆନନ୍ଦ କୁମାର ଝାଙ୍କ ତତ୍ତ୍ଵାବଧାନରେ ନିରୀକ୍ଷକ ଭେନୁ କେ.ଏମ୍ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିବାକର ନାଏକ ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ବିଦ୍ୟାଳୟ ପରିସର ମଧ୍ୟରେ ବିଭିନ୍ନ କିସମର ବୃକ୍ଷ ରୋପଣ କରାଯାଇ ଏହାର ଉପକାରିତା ସମ୍ପର୍କରେ ବୁଝାଇଥିଲେ ।

jay balangir
Leave A Reply

Your email address will not be published.

thirteen + nine =

error: Content is protected !!