om academy

ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ସାଧାରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ଅନୁଷ୍ଠିତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ସାଧାରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଏପିଡି ଟ୍ରେନିଙ୍ଗ ଡିଆର୍‌ଡିଏର ଅଭିଜିତ ପଣ୍ଡା ଓ ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମ୍‌ର ଆବାହାକ କୁଳମଣି ସାହୁ ଯୋଗ ଦେଇ ପ୍ରଥମେ ପତାକା ଉତ୍ତୋଳନ କରିଥିଲେ । ପରେ ସ୍କୁଲର ପ୍ରିନ୍ସିପାଲ ଦିବ୍ୟ ନାରାୟଣ ମିଶ୍ର ଓ ସ୍କୁଲର ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷୟିତ୍ରୀମାନଙ୍କ ଉପସ୍ଥିତିରେ ମାତା ସରସ୍ୱତୀଙ୍କ ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।

Leave A Reply

Your email address will not be published.