pakka

ଆସ୍କା : ଜିଲ୍ଲାସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ

bbehera

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆସିକା ସାବିତ୍ରୀ କଲ୍ୟାଣ ମଣ୍ଡପଠାରେ ଜିଲ୍ଲାସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ଏହି ଋଣମେଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି । ଆସିକା ସାଂସଦ ପ୍ରମିଳା ବିଷୋୟୀ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ ଏବଂ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ ପ୍ରମୁଖ ମଞ୍ଚାସୀନ ଥିଲେ । ଆସିକା କେନ୍ଦ୍ରୀୟ ବ୍ୟାଙ୍କ ସଭାପତି ଓ ବ୍ୟାଙ୍କ କର୍ମଚାରୀ ପ୍ରମୁଖ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

jay balangir
Leave A Reply

Your email address will not be published.

four × five =

error: Content is protected !!