oum

ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

jsm

ମୁରିବାହାଲ, (କେପିଏନ୍‌ଏସ୍‌) : ତ୍ରିସ୍ତରୀୟ ପଞ୍ଚାୟତିରାଜଙ୍କ ନବନିର୍ବାଚିତ ଜନପ୍ରତିନିଧିଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଭୁବନେଶ୍ୱରଠାରେ ଗତକାଲି ଅନୁଷ୍ଠିତ ହୋଇଥିଲା । ଏଥିରେ ମୁରିବାହାଲ ବ୍ଲକ ସରପଞ୍ଚ ସଂଘ ସଭାପତି ତଥା ସଦର ସରପଞ୍ଚ ବିଶ୍ୱବିହାରୀ ଯୋଶୀ ଓ ଜିଲ୍ଲା ପରିଷଦ ଉପସଭାପତି ମିଥିଳା ମାଝୀ ଯୋଗଦାନ କରିଥିଲେ । ସେହିପରି ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ହୋଇଥିଲା ।

Leave A Reply

Your email address will not be published.