ବାଙ୍ଗାଲୋରଠାରେ ଅନୁଷ୍ଠିତ ହେବାକୁ ଯାଉଛି ‘ଓଡ଼ିଶା ଉତ୍ସବ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଓ ଓଡ଼ିଶା ଲଲିତ କଳା ଏକାଡେମୀ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୁଲ୍ୟରେ ଆୟୋଜିତ ବାଙ୍ଗାଲୋରଠାରେ ‘ଓଡ଼ିଶା ଉତ୍ସବ’ ଅନୁଷ୍ଠିତ ହେବାକୁ ଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.