ପୁଇଁତଲାରେ ଗିରି ଗୋବର୍ଦ୍ଧଧନ ପୂଜା ଅନୁଷ୍ଠିତ : ଯୋଗ ଦେଲେ ବିଧାୟକ ନରସିଂହ ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଠାରେ ଗିରି ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୂଜା କମିଟି ତରଫରୁ ଜଳନ୍ଧର ଦରବାର ଆୟୋଜିତ ହୋଇଥିବା ବେଳେ ଏହି ଜଳନ୍ଧର ଦରବାରର ପ୍ରଥମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଏହି ଜଳନ୍ଧର ଦରବାରରେ ପ୍ରବଳ ଭିଡ ପରିଲିକ୍ଷିତ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.