ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିଶୁ ମହୋତ୍ସବ ସୁରଭି- ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲ ଠାରେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିଶୁ ମହୋତ୍ସବ ସୁରଭି- ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଯୋଗଦାନ କରି ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ।

Leave A Reply

Your email address will not be published.