centurian jitm

ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଓ ଟାଉନ ଥାନା ପରିସରରେ ପେଟ୍ରୋଲିଂ ବ୍ୟବସ୍ଥାକୁ ନେଇ ଟାଉନ ପୋଲିସର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଓ ଟାଉନ ଥାନା ପରିସରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ସହରରେ ଦିନକୁ ଦିନ ବଢୁଥିବା ଅସାମଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ ଟାଉନ ପୋଲିସ ପକ୍ଷରୁ ପେଟ୍ରୋଲିଂ ବ୍ୟବସ୍ଥାକୁ ନେଇ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଟାଉନ ଥାନା ଅଧିକାରିଣୀ କେ. ପ୍ରିୟଙ୍କା ରାଉତରାୟ ନିଜର ଟାଉନ ପୋଲିସ ଟିମ୍‌କୁ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ ସହର ସାରା କଡାକଡି ଭାବରେ ପେଟ୍ରୋଲିଂ କରିବାକୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.