ମିର୍ଦ୍ଧାପାଲି ପଞ୍ଚାୟତଠାରେ ଗ୍ରାମସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଞ୍ଚାୟତ ଠାରେ ଏକ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନାମିକା ହୋତା ଯୋଗ ଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟାଗତ ଅଭିଯୋଗ ଶୁଣି ଶୀଘ୍ର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ ।

Leave A Reply

Your email address will not be published.