om academy

ଅମର ଆତ୍ମାର ସଦଗତି କାମନା କରି ଜିଲ୍ଲା ବଜେପି ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ ମୋଦୀଙ୍କ ଦେହାନ୍ତ ହୋଇଥିବା ବେଳେ ଏହାକୁ ନେଇ ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ସହ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.