ସରସ୍ୱତୀ ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଣାସ : କଣାସ ବ୍ଲକର ତ୍ରିଲୋଚନପୁର ଗ୍ରାମ ପଞ୍ଚାୟତ ନିକଟସ୍ଥ ସରସ୍ୱତୀ ଶିଶୁ ମନ୍ଦିରରେ କୁନିକୁନି ଛାତ୍ରଛାତ୍ରୀମାନଙ୍କୁ ନେଇ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ଉମାକାନ୍ତ ସାମନ୍ତରାୟ, ସରପଞ୍ଚ ବିଜୟିନୀ ପାତ୍ର, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ବରିଷ୍ଠ ଅତିଥିମାନେ ଉପସ୍ଥିତ ଥିଲେ । କୁନିକୁନି ଛାତ୍ରଛାତ୍ରୀମାନଙ୍କୁ ନେଇ ସଂଗୀତ ଗାନ, ନୃତ୍ୟ ପରିବେଷଣ କରିବା ସହ କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.

19 − 18 =