ଛତିଶଗଡର ନୂତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ

ପାଟଣାଗଡ, (ସଦାଶିବ ସରାଫ) : ଛତିଶଗଡର ନୂତନ ରାଜ୍ୟପାଳ ଭାବେ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଓଡିଶାର ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ଯୋଗଦାନ କରି ନୂତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।

Leave A Reply

Your email address will not be published.