pakka

ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

bbehera

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ବିଷ୍ଣୁମୁଣ୍ଡା ସ୍ଥିତ ଅନ୍ନପୂର୍ଣ୍ଣା ନଗର ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡା. ଅଶୋକ କୁମାର ସେଠୀ ଯୋଗଦାନ କରିଥିଲେ । ସମିତିର ପ୍ରତିଷ୍ଠାତା ସଭାପତି ଏଲୋରା ମିଶ୍ର, ଉପ-ସଭାପତି ସିତାଂଶୁ ଶେଖର ନାଏକ, ସମ୍ପାଦକ ଦୁର୍ଗାଚରଣ ସାହୁ, ସହ-ସଂପାଦକ ଦେବାଶିଷ ମିଶ୍ର, ଉପଦେଷ୍ଟା ଦୁର୍ଯ୍ୟୋଧନ ନାଏକ, ସତ୍ୟବାନ ବେଦବାକ୍‌, ବିଭୁତି ମିଶ୍ର, ସଭ୍ୟ ସାଧୁରାମ ସାହୁ, ସଭ୍ୟା ସରିତା ସାହୁ, କବିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

3 × 5 =