oom

ଆମ୍ଲିପାଲିରେ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଏନ୍ଏସି ଅନ୍ତର୍ଗତ ଆମ୍ଲିପାଲି ଠାରେ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପରିବେଶ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବରେ ସାମାଜିକ କର୍ମୀ ସତ୍ୟମଯ ତ୍ରିପାଠୀ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିବେଶ ସୁରକ୍ଷା ମଂଚ ବରଗଡ ସଂପାଦକ ପ୍ରକୃତିବନ୍ଧୁ ମୀନକେତନ ସାହୁ, କାଉନ୍‌ସିଲର ସୁମିତ କୁମାର ଘିବେଲା ଅଂଶଗ୍ରହଣ କରି ବିଶ୍ୱ ଉତ୍ତାପନ, ଜଳବାୟୁ ପରିବର୍ତ୍ତନ ଓ ଆଗାମୀ ପିଢ଼ିର ପଦ୍ମପୁର ଏନ୍ଏସି ଅନ୍ତର୍ଗତ ଆମ୍ଲିପାଲି ଠାରେ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପଦ୍ମପୁର ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପରିବେଶ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବରେ ସାମାଜିକ କର୍ମୀ ସତ୍ୟମଯ ତ୍ରିପାଠୀ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିବେଶ ସୁରକ୍ଷା ମଂଚ ବରଗଡ ସଂପାଦକ ପ୍ରକୃତିବନ୍ଧୁ ମୀନକେତନ ସାହୁ, କାଉନସିଲର ସୁମିତ କୁମାର ଘିବେଲା ଅଂଶଗ୍ରହଣ କରି ବିଶ୍ୱ ଉତ୍ତାପନ, ଜଳବାୟୁ ପରିବର୍ତ୍ତନ ଓ ଆଗାମୀ ପିଢ଼ିର ସୁରକ୍ଷା ନିମନ୍ତେ ବୃକ୍ଷରୋପଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ଶେଷରେ ଉପସ୍ଥିତ ଇଚ୍ଛୁକ ସମସ୍ତଙ୍କୁ ଅଶୋକ ଚାରା ପ୍ରଦାନ କରାଯାଇଥିଲା । ବୃକ୍ଷରୋପଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ଶେଷରେ ଉପସ୍ଥିତ ଇଚ୍ଛୁକ ସମସ୍ତଙ୍କୁ ଅଶୋକ ଚାରା ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.