ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ କଣ୍ଢେଇ ମେଳା ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ କଣ୍ଢେଇ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଶିଶୁ ବାଟିକାର ଶିଶୁମାନେ କଣ୍ଢେଇ ପ୍ରଦର୍ଶନ କରିଥିବା ବେଳେ ଶିଶୁ ବାଟିକା ପ୍ରମୁଖ କରୁଣାକର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ରଞ୍ଜୁ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଗୌରୀ ତରିଆ, ରସାନନ୍ଦ ତ୍ରିପାଠୀ, ପ୍ରେମାନନ୍ଦ ମିଶ୍ର, ବିଜୟ କୁମାର ସରାଫ ତଥା ଅନ୍ୟମାନେ ସହଯୋଗ କରିଥିଲେ।

Leave A Reply

Your email address will not be published.

2 × 2 =