pakka

ଅଜଣା ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା ସନ୍ଦେହ : ପୁଲିସର ତଦନ୍ତ ଆରମ୍ଭ

bbehera

ପୁରୀ : ପୁରୀ ଚକ୍ରତୀର୍ଥ ରୋଡ ସମୁଦ୍ରକୂଳ ଥାନା ଅନ୍ତର୍ଗତ ନାରାୟଣ ପ୍ୟାଲେସ, ଗ୍ରାମ୍ୟ ବ୍ୟାଙ୍କ ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି । ମୃତ ବ୍ୟକ୍ତିଙ୍କ ବେକ କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ସମୁଦ୍ରକୂଳ ଥାନା ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବ୍ୟକ୍ତି ଜଣଙ୍କ କିଏ ତାଙ୍କ ନାଁ କଣ ଏବଂ କିଏ ତାଙ୍କୁ ଏଭଳି ହତ୍ୟା କଲା ଏନେଇ ସମୁଦ୍ରକୁଳ ଥାନା ପୁଲିସ୍ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣା ସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ନିଜର ତଦନ୍ତ ଆରମ୍ଭ କରିଥିବା କୁହାଯାଉଛି ।

jay balangir
Leave A Reply

Your email address will not be published.

two × 5 =