pakka

ଅରିନ୍ଦମ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅରିନ୍ଦମ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟର ମାଧ୍ୟମରେ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ଯେ, କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ।

jay balangir
Leave A Reply

Your email address will not be published.

20 − fourteen =