jayashree

ସ୍ୱାସ୍ଥ୍ୟସେବା ଯୋଗାଇବା ଦିଗରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲୋକମାନଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ଦିଗରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । କିମ୍ସ ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ କ୍ୟାନ୍ସର ସେଣ୍ଟର ଉଦ୍‌ଘାଟନ କରି ଆର୍ଥିକ ଅନଗ୍ରସର ଓ ସାଧାରଣ ବର୍ଗର ରୋଗୀ ସ୍ୱଳ୍ପ ଖର୍ଚ୍ଚରେ ଉତ୍ତମ ସେବା ପାଇପାରିଲେ ଏହାର ଲକ୍ଷ୍ୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.