pakka

ବେକରେ ଗାମୁଛା ଲଗାଇ ଯୁବକଙ୍କ ଆତ୍ମହତ୍ୟା

bbehera

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗଡମୋଟୋରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଁକୋଇ ଗ୍ରାମର ହାଡୁ କାଣ୍ଡିଙ୍କ ପୁଅ ବିପିନ କାଣ୍ଡି(୨୭) ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପରିବାର ଲୋକ ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଡେଲାଙ୍ଗ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଡେଲାଙ୍ଗ ହାଟ ଫାଣ୍ଡି ଅଧିକାରୀ ଧନପତି ପିଙ୍ଗ ଶବକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି ।

jay balangir
Leave A Reply

Your email address will not be published.

1 × 1 =

error: Content is protected !!