pakka

ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା : କାରଣ ଅସ୍ପଷ୍ଟ

bbehera

ଗଜପତି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ବେତାଗୁଡ଼ା ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ଜଣେ ନବମ ଶ୍ରେଣୀରେ ପଢୁଥିବା ଛାତ୍ରୀ ଗତକାଲି ମଧ୍ୟରାତ୍ରିରେ ବେକରେ ବେଡସିଟ୍ ଲଗାଇ ଆତ୍ମହତ୍ୟା କରିଥିବା ଖବର ମିଳିଛି । ଆଜି ସକାଳ ୫ଟାରେ ପିଲାମାନେ ଉଠି ଦେଖିବା ପରେ ସ୍କୁଲ କର୍ତ୍ତୃପକ୍ଷ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଶବ ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

sixteen − thirteen =