ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଗୁଣପୁର : ରାୟଗଡ଼ା ଜିଲ୍ଲା ଗୁଣପୁର ସହରର ଶେଖର ନଗରରେ ସୋମବାର ରାତିରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘରେ କେହି ନଥିବା ବେଳେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ମୃତ ଯୁବକ ଜଣଙ୍କ ହେଲେ ୨୪ ବର୍ଷିୟା ପ୍ରମୋଦ ଗୌଡ । ଖବର ପାଇ ଆଜି ସକାଳୁ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ଆତ୍ମହତ୍ୟା ର ପ୍ରକୃତ କାରଣ ଜଣାପଡିନାହିଁ ।

Leave A Reply

Your email address will not be published.