oom

ଡାକ୍ତର ପରମାନନ୍ଦ ମିଶ୍ରଙ୍କୁ ମିଳିଲା ଆନ୍ତର୍ଜାତୀୟ ଫେମ୍‌ ଆୱାର୍ଡ

jsmm

ସୋନପୁର, (କେପିଏନ୍‌ଏସ୍‌) : ସୋନପୁରର ଯୁବ ଦନ୍ତ ଚିକିତ୍ସକ ଡାକ୍ତର ପରମାନନ୍ଦ ମିଶ୍ରଙ୍କୁ ମିଳିଲା ଆନ୍ତର୍ଜାତୀୟ ଫେମ୍‌ ଆୱାର୍ଡ । ଶ୍ରେଷ୍ଠ ଦନ୍ତ ଚିକିତ୍ସକ ବର୍ଗରେ ମନୋନୀତ ହୋଇ ସେ ଏହି ପୁରସ୍କାର ପାଇଛନ୍ତି । ଗତ ୧୮ ତାରିଖରେ ଦିଲ୍ଲୀର ଏକ ତାରକା ହୋଟେଲରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡାକ୍ତର ମିଶ୍ରଙ୍କୁ ଏହି ଆୱାର୍ଡ ପ୍ରଦାନ କରିଛନ୍ତି । ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ ।

jittmm
Leave A Reply

Your email address will not be published.