oum

ବଡାଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ

jsm

ତରଭା, (ଜିତେନ୍ଦ୍ର ସା) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହରେ ଆଜି ସୁବର୍ଣ୍ଣପୁର ଉପ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତାରେ ବଡାଖାନା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ତରଭା ବିଜ୍ଞାପିତ ଅଞ୍ଚଳ ପରିଷଦର ପରିମଳ କର୍ମଚାରୀ ଓ ଏସ୍‌ଏସ୍‌ଜିମାନଙ୍କୁ ସମ୍ମାନ ଜଣାଇ ସହଯୋଗ କରିବା କୁହାଯାଇଥିଲା । ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ବଡାଖାନାର ଉଦେଶ୍ୟ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ୩ ଟି ଏସ୍‌ଏସ୍‌ଜି ଓ ୨ଟି ପରିମଳ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.